You are here

Back to top

Labanga (Paperback)

Labanga Cover Image
By Chittaranjan Patnaik (Translator)
$18.00
Our site is getting an upgrade! You can't add items to a cart or place orders. But we'll be back soon, better than ever!
Usually Ships in 1-5 Days

Description


ଲବଙ୍ଗର ମୂଳ ହିନ୍ଦି ଲେଖକ ସ୍ୱର୍ଗତ କୁଶବାହା କାନ୍ତ ଏହାକୁ ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଲେଖିଥିଲେ । ସେଥିରେ ସେ ସେତେବେଳର ଅର୍ଥାତ୍] ଦେଶ ସ୍ୱାଧୀନ ହେବାର ଠିକ୍] ପୂର୍ବର ଏବଂ ପରବର୍ତ୍ତୀ କାଳର ସାମାଜିକ ତଥା ଅର୍ଥନୈତିକ ଅବସ୍ଥାର ସୁନ୍ଦର ଭାବରେ ଚିତ୍ରଣ କରିଥିଲେ । ମୋତେ ବହୁତ ଭଲ ଲାଗିଥିଲା, ତେଣୁ ତାକୁ ଓଡ଼ିଆ ଭାଷାରେ ଅନୁବାଦ କରିବାକୁ ମନସ୍ଥ କରିଥିଲି ।

ଏହି ମୂଳ ପୁସ୍ତକଟି ଲେଖା ହେଲାବେଳେ ସେତେବେଳର ଟଙ୍କା ପଇସା ଆମର ଏବେକାର ଚଳୁଥିବା ଟଙ୍କା ପଇସା ଠାରୁ ଅଲଗା ଥିଲା । ସେତେବେଳେ ଏକ ଟଙ୍କା ଷୋଳ ଅଣା ଏବଂ ଏକ ଅଣା ଚାରି ପଇସା ଥିଲା । ପୁଣି ଏକ ପଇସାର ଅଧାକୁ ଅଧୁଲି କୁହାଯାଉଥିଲା ଏବଂ ପଇସାର ଏକ ତୃତୀୟାଂଶକୁ ପାହୁଲି କୁହାଯାଉଥିଲା । ସେତେବେଳର ବଜାର ଦରଦାମକୁ ନେଇ ଏତିକି କୁହାଯାଇପାରେ ଯେ, ସେତେବେଳେ ସୁନା ଏକଭରି (୧୧.୬୬ ଗ୍ରାମ)ର ମୂଲ୍ୟ ୯୯ ଟଙ୍କା ଥିଲା । ସେହି ପରିପ୍ରେକ୍ଷୀରେ ପାଠକମାନେ ଏହି ବହିଟିକୁ ପଢ଼ିବାକୁ ଅନୁରୋଧ ।

--- ଚିତ୍ତରଞ୍ଜନ ପଟ୍ଟନାୟକ



Product Details
ISBN: 9781645604969
ISBN-10: 1645604969
Publisher: Black Eagle Books
Publication Date: January 6th, 2024
Pages: 270
Language: Oriya